*ନୂଆପଡ଼ା ଜିଲ୍ଲା ଖରୀଆର ରୋଡ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷ ରୁ ୱାର୍ଡ ରେ ପୌର ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ*
ନୂଆପଡା(ମିଖାଏଲ ନନ୍ଦ)
ତା:୦୮.୦୪.
ନୂଆପଡ଼ା ଜିଲ୍ଲା ଖରୀଆର ରୋଡ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷ ରୁ ୱାର୍ଡ ରେ ପୌର ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିର ରେ ଅଞ୍ଚଳ ର ବିଭିନ୍ନ ସମସ୍ୟା ନେଇ ନାଗରିକ ମାନେ ପୌର ପ୍ରଶାସନ ସମ୍ମୁଖ ରେ ନିଜ ଦାବୀ ଉପସ୍ଥାପନା କରିଥିଲେ। ସମସ୍ତ ଅଭିଯୋଗ କୁ ଗ୍ରହଣ କରି ଆବଶ୍ୟକ ପଦକ୍ଷେପ ପାଇଁ ବିଭାଗୀୟ ଅଧିକାରୀ ଙ୍କୁ ନିର୍ଦ୍ଧେଶ ଦେଇଛନ୍ତି।। ସଭାରେ ନଗର ଅଧ୍ୟକ୍ଷା ଡଃ. ସୋନିଆ ଜୈନ୍, ଉପାଧ୍ୟକ୍ଷ ନିଶାନ୍ତ ଡ଼ାଗା, ନିର୍ବାହୀ ଅଧିକାରୀ କମଳା ସନ୍ ରଥ, ସମାଜସେବୀ ଗୋଲଡି ଅଗ୍ରୱାଲ, ୱାର୍ଡ ସଭ୍ୟ ସଭ୍ୟା ମାନେ ଯୋଗ ଦେଇଥିଲେ। ବିଭିନ୍ନ ପ୍ରକାର ଅଭିଯୋଗ ଗ୍ରହଣ କରି ତାର ସମାଧାନ ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଧେଶ ଦେଇଛନ୍ତି।
