*ନୂଆପଡ଼ା ଜିଲ୍ଲା କୋମନା ବ୍ଲକ୍ ଅନ୍ତର୍ଗତ ଜଡାମୁଣ୍ଡା ଗ୍ରାମ ନିକଟସ୍ଥ ୩୫୩ ନମ୍ବର ଜାତୀୟ ରାଜପଥ ରେ ସଡ଼କ ଦୁର୍ଘଟଣା, ଧାନ ବୋଝେଇ ଟ୍ରକ୍ ରାଜପଥରେ ଓଲଟିଲା, ଚାଳକ ଗୁରୁତର ଆହତ*
ନୂଆପଡା (ମିଖାଏଲ ନନ୍ଦ)
ତା:୨୫.୦୬.
ନୂଆପଡ଼ା ଜିଲ୍ଲା କୋମନା ବ୍ଲକ୍ ଅନ୍ତର୍ଗତ ଜଡାମୁଣ୍ଡା ଗ୍ରାମ ନିକଟସ୍ଥ ୩୫୩ ନମ୍ବର ଜାତୀୟ ରାଜପଥ ରେ ସଡ଼କ ଦୁର୍ଘଟଣା, ଧାନ ବୋଝେଇ ଟ୍ରକ୍ ରାଜପଥରେ ଓଲଟି ପଡ଼ିଥିବା , ବେଳେ ଚାଳକ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ମୁଣ୍ଡରୁ ଚାଷୀଙ୍କ ଧାନ ନେଇ ମିଲ କୁ ଯାଉଥିଲା। ଜଡାମୁଣ୍ଡା ଗ୍ରାମ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।ଚାଳକ ଙ୍କୁ ଗୁରୁତର ଅବସ୍ଥାରେ ନୂଆପଡ଼ା ଜିଲ୍ଲା ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରିଛନ୍ତି।
