*ନୂଆପଡ଼ା ଜିଲ୍ଲା ସଦର ମହକୁମା ସ୍ଥାଇଟ ବିଜେପି କାର୍ଯ୍ୟାଳୟ ପରିସର ମଧ୍ୟରେ ଭାରତୀୟ ଜନତା ପାର୍ଟି ର ଜିଲ୍ଲା ପଦାଧିକାରୀ ବୈଷ୍ଠକ ଅନୁଷ୍ଠିତ*
ନୂଆପଡା(ମିଖାଏଲ ନନ୍ଦ)
ତା:୧୬.୦୮.
ନୂଆପଡ଼ା ଜିଲ୍ଲା ସଦର ମହକୁମା ସ୍ଥାଇଟ ବିଜେପି କାର୍ଯ୍ୟାଳୟ ପରିସର ମଧ୍ୟରେ ଭାରତୀୟ ଜନତା ପାର୍ଟି ର ଜିଲ୍ଲା ପଦାଧିକାରୀ ବୈଷ୍ଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ରେ ଜିଲ୍ଲା ସଭାପତି କମଲେଶ ଦୀକ୍ଷିତ ଅଧ୍ୟକ୍ଷତା କରିଥିବା ବେଳେ ନୂଆପଡ଼ା ବିଧାୟକ ଜୟ ଢୋଲକିଆ, ଜିଲ୍ଲା ପ୍ରଭାରୀ ଆର୍ତ୍ତତ୍ରାନ ମହାପାତ୍ର, ମୁଣ୍ଡ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବସନ୍ତ କୁମାର ପଣ୍ଡା, ପୂର୍ବତ୍ତନ ଜିଲ୍ଲା ସଭାପତି ଶିବ ପ୍ରସାଦ ମୁଣ୍ଡ, ପ୍ରସନ୍ନ ପାଢ଼ୀ, ଯଦୁମଣି ପାଣିଗ୍ରାହୀ, ପୂର୍ବତନ ବିଧାୟକ ହିତେଶ କୁମାର ବଗର୍ତ୍ତି, ଜିଲ୍ଲା ଉନ୍ନୟନ ଅଧ୍ୟକ୍ଷ ହୋମ ସିଂ ମାଝୀ,ଚତୁର୍ଭୁଜ ଶର୍ମା, ଅତିନ୍ଦ୍ର ସିଂ ମଲ୍ଲିକ ସମେତ ଶତାଧିକ ପଦାଧିକାରୀ ଯୋଗ ଦେଇ ଦଳିତ ତୃଣମୂଳ ସ୍ତରୀୟ ସାଂଗଠନିକ ମଜଭୁତ୍ ପାଇଁ ଆହ୍ୱାନ କରିଥିଲେ।
