ମାଥିଲି ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ
ମଥିଲି ନିପ୍ର: ଶ୍ରୀଧର ପାଢ଼ୀ ଭଞ୍ଜ ଦୂତ ଖବର
( ଲୋକଙ୍କ ଦୁଃଖ ଶୁଣିଲେ ଜିଲ୍ଲାପାଳ: ଅଭିଯୋଗର ତ୍ୱରିତ ସମାଧାନ ପାଇଁ ନିର୍ଦ୍ଦେଶ )
ମାଥିଲି ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଛି। ଏହି ଅବସରରେ ବ୍ଲକ ଅଞ୍ଚଳର ବିଭିନ୍ନ ସମସ୍ୟା ଓ ଅଭିଯୋଗ ନେଇ ଲୋକେ ଜିଲ୍ଲାପାଳଙ୍କ ନିକଟରେ ନିଜ ଅଭିଯୋଗ ରଖିଥିଲେ। ଜିଲ୍ଲାପାଳ ଅଭିଯୋଗଗୁଡ଼ିକ ଶୁଣିବା ସହ ସମସ୍ୟାଗୁଡ଼ିକର ସମାଧାନ ଦିଗରେ ଗୁରୁତ୍ୱ ଦେବାକୁ ସମ୍ପୃକ୍ତ ସମସ୍ତ ପଦାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ଲୋକଙ୍କ ଅଭିଯୋଗ ଉପରେ ତ୍ୱରିତ ଧ୍ୟାନ ଦେଇ ଆବଶ୍ୟକ ପଦକ୍ଷେପ ନେବା ସହ ଅଭିଯୋଗର ଅଗ୍ରଗତି ଉପରେ ନଜର ରଖିବାକୁ ମଧ୍ୟ ଅଧିକାରୀମାନଙ୍କୁ କୁହାଯାଇଥିଲା।
ମାଥିଲି ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଛି। ଏହି ଅବସରରେ ବ୍ଲକ ଅଞ୍ଚଳର ବିଭିନ୍ନ ସମସ୍ୟା ଓ ଅଭିଯୋଗ ନେଇ ଲୋକେ ଜିଲ୍ଲାପାଳଙ୍କ ନିକଟରେ ନିଜ ଅଭିଯୋଗ ରଖିଥିଲେ। ଜିଲ୍ଲାପାଳ ଅଭିଯୋଗଗୁଡ଼ିକ ଶୁଣିବା ସହ ସମସ୍ୟାଗୁଡ଼ିକର ସମାଧାନ ଦିଗରେ ଗୁରୁତ୍ୱ ଦେବାକୁ ସମ୍ପୃକ୍ତ ସମସ୍ତ ପଦାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ଲୋକଙ୍କ ଅଭିଯୋଗ ଉପରେ ତ୍ୱରିତ ଧ୍ୟାନ ଦେଇ ଆବଶ୍ୟକ ପଦକ୍ଷେପ ନେବା ସହ ଅଭିଯୋଗର ଅଗ୍ରଗତି ଉପରେ ନଜର ରଖିବାକୁ ମଧ୍ୟ ଅଧିକାରୀମାନଙ୍କୁ କୁହାଯାଇଥିଲା। ପ୍ରାୟ ୬୦ ରୁ ଉର୍ଦ୍ଧ ଅଭିଯୋଗ ପ୍ରକୋଷ୍ଠ ଅଭିଯୋଗ ଆସିଥିବା ଦେଖିବାକୁ ମିଳିଛି ଏବଂ ବିଶେଷ ଆକର୍ଷଣ ଯେ ଏହି ଅବସରରେ ରକ୍ତ ଦାନ ଶିବିର ଆୟୋଜନ କରାଯାଇ ଥିଲା ଓ ନେତ୍ର ବାହାନ ରେ ଟେଷ୍ଟ କରାଯାଇ ଚସ୍ମା ମାଗଣା ରେ ଦେବା ଦେଖିବାକୁ ମିଳିଛି ।