*ନୂଆପଡ଼ା ଜିଲ୍ଲା ଗସ୍ତରେ ଓଡ଼ିଶା ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏବଂ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶ ଦାତା ପ୍ରକାଶ ମିଶ୍ର ଗସ୍ତ*
( କିଶନ ଶର୍ମା ) ନୂଆପଡ଼ା ଜିଲ୍ଲା ଗସ୍ତରେ ଓଡ଼ିଶା ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏବଂ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶ ଦାତା ପ୍ରକାଶ ମିଶ୍ର ଗସ୍ତ କରିଛନ୍ତି। ସର୍କିଟ ହାଉସ ଠାରେ ଉଭୟ ସାକ୍ଷାତ କରିଥିବା ବେଳେ ଆସନ୍ତା କାଲି ମୁଖ୍ୟମନ୍ତ୍ରୀ ଙ୍କ ଗସ୍ତରେ ଆଲୋଚନା କରିଥିଲେ।
ଏ ଅବସରରେ ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଡ଼. ଭବାନୀ ଶଙ୍କର ନିଆଲ ମାନ୍ୟବର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୁକେଶ ମହାଳିଙ୍ଗ ଏବଂ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶ ଦାତା ଶ୍ରୀଯୁକ୍ତ ପ୍ରକାଶ ମିଶ୍ରଙ୍କୁ ସାକ୍ଷ୍ୟାତ କରିଥିଲେ।
