*ରାଜ୍ୟ ବିଜେପି କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ଅନୁଷ୍ଠିତ, ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ ବିଜେପି ରେ ଯୋଗଦାନ*
ନୂଆପଡା (ମିଖାଏଲ ନନ୍ଦ)
ରାଜ୍ୟ ବିଜେପି କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ଅନୁଷ୍ଠିତ, ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ ବିଜେପି ରେ ଯୋଗଦାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ପ୍ରଭାରୀ ଶ୍ରୀ ବିଜୟ ପାଲ୍ ସିଂ ତୋମାର, ରାଜ୍ୟ ସଭାପତି ମନ ମୋହନ ସାମଲ, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ରାଜ୍ୟ ଉପସଭାପତି ଡ. ଯତୀନ ମହାନ୍ତିଙ୍କ ସମେତ ଅନେକ ନେତୃବୃନ୍ଦ ମଧ୍ୟ ଉପସ୍ଥିତ ଥିଲେ।
ଅମର ପଟ୍ଟନାୟକଙ୍କ ପରି ଅଭିଜ୍ଞ ଏବଂ ଜନପ୍ରିୟ ନେତାଙ୍କୁ ବିଜେପି ପରିବାରକୁ ଯୋଗଦାନ ବିଜେପି ନିଶ୍ଚିତ ଶକ୍ତି ବୃଦ୍ଧି ହେବ।
