*ନୂଆପଡା ଜିଲ୍ଲା ଭାରତୀୟ ଜନତା ଦଳ କାର୍ଯ୍ୟାଳୟ ଠାରେ ରାଷ୍ଟ୍ରୀୟ ପ୍ରବକ୍ତା ତଥା ପୁରୀ ସାଂସଦ ଡ଼. ସମ୍ବିତ ପାତ୍ର ଯୋଗ ଦେଇ ବନ୍ଦେ ମାତରମ କାର୍ଯ୍ୟକ୍ରମ ରେ ଯୋଗ ଦେଇ ଗୀତ ଗାଇଥିଲେ*
ନୂଆପଡା (ମିଖାଏଲ ନନ୍ଦ)
ନୂଆପଡ଼ା ଜିଲ୍ଲା ଭାରତୀୟ ଜନତା ଦଳ କାର୍ଯ୍ୟାଳୟ ଠାରେ ରାଷ୍ଟ୍ରୀୟ ପ୍ରବକ୍ତା ତଥା ପୁରୀ ସାଂସଦ ଡ଼. ସମ୍ବିତ ପାତ୍ର ଯୋଗ ଦେଇ ୧୫୦ ବର୍ଷ ପୂର୍ତ୍ତି ଅବସରରେ ବନ୍ଦେ ମାତରମ ଉତ୍ସବ ର କାର୍ଯ୍ୟକ୍ରମ ରେ ଯୋଗ ଦେଇ ଗୀତ ଗାଇଥିଲେ। ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ସଭାପତି କମଳେଶ ଦୀକ୍ଷିତ ଏବଂ କଳ୍ପନା ଢୋଲକିଆ ଯୋଗ ଦେଇଥିଲେ।
