ବଡ଼ କଳାକଟ ଏସ ଏସ ଡି ସ୍କୁଲ ରେ ବାର୍ଷିକ ଉସର୍ବ ।
ଟିକି ଲିମା ଗଜପତି
ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ବଡ଼ କଳାକଟ ପଞ୍ଚାୟତ ର ସରକାରୀ ଉଚ୍ଚ ବିଦ୍ୟାଳୟ ଏସ ଏସ ଡି ଆଶ୍ରମ ସ୍କୁଲ ରେ ବାର୍ଷିକ ଉସର୍ବ ପାଳିତ ହୋଇଛି | ଏହି ବାର୍ଷିକ ଉସର୍ବ ରେ ମୁଖ୍ୟ ଅତିଥି ଭାବେ ଜଗଦେଲେ ପ୍ରକଳ୍ପ ପ୍ରଶାସକ ଶ୍ରୀଯୁକ୍ତ ଅଙ୍ଗଶୁମାନ ମହାପାତ୍ର, ଶ୍ରୀଯୁକ୍ତ ଶ୍ୟାମଘନ ଭୂୟାଁ ଶିକ୍ଷା ମଣ୍ଡଳା ଧୀନ ରାୟଗଡ଼ା ଓ ସଭାପତି ଶ୍ରୀଯୁକ୍ତ ସଲମନ ରାଇକା ଜିଲ୍ଲା ମଙ୍ଗଳ ଅଧିକାରୀ ଜଗ ଦେଇଥିଲେ | ପ୍ରଧାନ ଶିକ୍ଷକ ଶ୍ରୀ ପୁର୍ଣ ଚନ୍ଦ୍ର ମାଉଡ଼ି ବାର୍ଷିକ ଉସର୍ବ ର ବିବରଣୀ ପାଠ କରି ଶୁଣାଇ ଥିଲେ | ମୁଖ୍ୟ ଅତିଥି ମାନେ ଆଦିବାସୀ ଛାତ୍ର ଛାତ୍ରୀ ଙ୍କର ଶିକ୍ଷା ଓ ଦକ୍ଷତା ର ବିକାଶ ନିମନ୍ତେ ସରକାର ଯେଉଁ ପ୍ରକାର ଯଜନା କରୁଛନ୍ତି ସେହି ଯଜନା ମାନଙ୍କର ଲାଭ ଉଠାଇ ଭଲ ପାଠ ପଡ଼ିବା ବା ପାଇଁ ଅତିଥି ମାନେ ପରାମର୍ସ କରି ଥିଲେ | ଏହି ବାର୍ଷିକ ଉସର୍ବ ରେ ଉପସ୍ଥିତ ହୋଇଥିବା ଅନ୍ୟ ଅତିଥି ମାନେ ହେଲେ ରମେଶ ଚନ୍ଦ୍ର ଦାସ, ଜିଲ୍ଲା ଶିକ୍ଷା ନିରୀକ୍ଷକ, ରେଣୁକା ପାତ୍ର ଜିଲ୍ଲା ପରିଷଦ ସଭ୍ୟା,ସ୍ଥାନୀୟ ସରପଞ୍ଚ ମାସେସ ଗମାଙ୍ଗ ଓ ସଳତିଏଲ ଗମାଙ୍ଗ ଏବଂ ବିଦ୍ୟାଳୟ ପରିଚାଳନା କମିଟି ଉପସ୍ଥିତ ଥିଲେ |
