
କୋରାପୁଟ ଜିଲ୍ଲା ପ୍ରଶାସନ ତରଫରୁ ସ୍ଥାନୀୟ ଗୁଣ୍ଡିଚା ମନ୍ଦିର ଛକ ନିକଟରେ ଥିବା ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଙ୍କର ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ତାଙ୍କର ଗୁଣଗାନ କରିଥିଲେ l କୋରାପୁଟ ବିଧାୟକ ସମେତ ଜିଲ୍ଲା ପାଳ ଜନସେବୀ ସ୍ଵଛlସେବୀ ଗଣମାଧ୍ୟମ୍ୟ ପ୍ରତିନିଧି ଏଥିରେ ସାମିଲ ହୋଇଥିଲେ l ସେହିପରି ସ୍ୱାମୀ ବିବେକାନନ୍ଦ ବିଦ୍ୟାଳୟ ଠାରେ ଏ ଉପଲକ୍ଷେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା ସେହିପରିସ୍ବରସ୍ବତୀ ବିଦ୍ୟାମନ୍ଦିର ସମେତ ବିଭିନ୍ନ ବିଦ୍ୟାଳୟ ଠାରେ ଏହି ଦିବସ ମହାସମାରୋହ ପାଳନ କରାଯାଇଛି l
କୋରାପୁଟ ରୁ ଜିଲ୍ଲା ପ୍ରତିନିଧି, ପ୍ରଶାନ୍ତ ଟାକ୍ରୀ ଭଞ୍ଜ ଦୁତ୍ ନିୟୁଜ୍,,,,