*ନୂଆପଡ଼ା ଜିଲ୍ଲା ସଦର ମହକୁମା ସ୍ଥିତ ବିଜୁ ଜନତା ଦଳ ପକ୍ଷରୁ ଓଡ଼ିଶା ପ୍ରବାଦ ପୁରୁଷ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ*
ନୂଆପଡା(ମିଖାଏଲ ନନ୍ଦ)
ତା:୦୫.୦୩.
ନୂଆପଡ଼ା ଜିଲ୍ଲା ସଦର ମହକୁମା ସ୍ଥିତ ବିଜୁ ଜନତା ଦଳ ପକ୍ଷରୁ ଓଡ଼ିଶା ପ୍ରବାଦ ପୁରୁଷ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ବୈଠକ ରେ ଜିଲ୍ଲା ସଭାପତି ଅବନୀ ରଂଜନ ଯୋଷୀ ଅଧ୍ୟକ୍ଷତା କରିଥିବା ବେଳେ ବରିଷ୍ଠ ନେତୃମଣ୍ଡଲୀ ଭାନୁ ପ୍ରତାପ ସିଂ ମାଝୀ, ରାଜେଶ ନିଗମ, ହରିଶ୍ଚନ୍ଦ୍ର ପଣ୍ଡା, ଜିଲ୍ଲାପରିଷଦ ଉପାଧ୍ୟକ୍ଷ ଦୀପିକା ଦୀପ, ବହୁ କର୍ମୀ ମାନେ ଯୋଗ ଦେଇଥିଲେ।
