*ନୂଆପଡ଼ା ଜିଲ୍ଲା ଖଡିଆଳ ସ୍ଵୟଂ ଶାସିତ ମହାବିଦ୍ୟାଳୟ ରେ ଶୋକ ସଭା, ଛାତ୍ର ସଂକଳ୍ପ ତ୍ରିବେଦୀ ସଡ଼କ ଦୁର୍ଘଟଣା ରେ ମୃତ୍ୟୁ ନେଇ ଶୋକସଭା*
ନୂଆପଡା(ମିଖାଏଲ ନନ୍ଦ)
ତା:୦୬.୦୪.
ନୂଆପଡ଼ା ଜିଲ୍ଲା ଖଡିଆଳ ସ୍ଵୟଂ ଶାସିତ ମହାବିଦ୍ୟାଳୟ ରେ ଶୋକ ସଭା, ଛାତ୍ର ସଂକଳ୍ପ ତ୍ରିବେଦୀଙ୍କ ସଡ଼କ ଦୁର୍ଘଟଣା ରେ ମୃତ୍ୟୁ ନେଇ ଶୋକସଭା ଅନୁଷ୍ଠିତ ହୋଇଯାଇଅଛି। ସଭା ରେ କଲେଜ ଅଧ୍ୟାପକ ଅଧ୍ୟାପିକାମାନେ ଯୋଗ ଦେଇ ତାଙ୍କ ଅମର ଆତ୍ମାର ସଦଗତି କାମନା କରି ଦୁଇ ମିନିଟ ନୀରବ ପ୍ରାର୍ଥନା କରିଥିଲେ। କଲେଜ୍ ଛାତ୍ର ଛାତ୍ରୀ ମାନେ ଯୋଗ ଦେଇ ତାଙ୍କ ସ୍ମୃତି ଚାରଣ କରିଥିଲେ।
