*ସିନାପାଲି ବ୍ଲକ ଅନ୍ତର୍ଗତ ଗୋଡ଼ାଳ ପଞ୍ଚାୟତର ଖଲନା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀ ଗୃହ ଉଦଘାଟନ*
ନୂଆପଡା(ମିଖାଏଲ ନନ୍ଦ)
ତା:୦୪.୦୭.
ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଗୋଡ଼ାଳ ପଞ୍ଚାୟତର ଖଲନା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀ ଗୃହ ଉଦଘାଟନ ହୋଇଯାଇଅଛି। ଖଡ଼ିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଶିକ୍ଷାର ବିକାଶ ଏକମାତ୍ର ଲକ୍ଷ ବୋଲି କହିଥିଲେ। ବିଦ୍ୟାଳୟ ର ଭିତ୍ତିଭୂମି ବିକାଶ ଏବଂ ଉନ୍ନତ ପରିବେଶରେ ଶିକ୍ଷାଦାନ ବ୍ୟବସ୍ଥା ହେବାକୁ ଆହ୍ୱାନ। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ସଦସ୍ୟା ଆଶା ଜୈନ ଶତାଧିକ ଗ୍ରାମବାସୀ ଯୋଗ ଦେଇଥିଲେ।
