*ନୂଆପଡା ଉପ ନିର୍ବାଚନ ନେଇ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ନିଜ ନାମାଙ୍କନ ପାତ୍ର ଦାଖଲ କରିଛନ୍ତି*
ନୂଆପଡା(ମିଖାଏଲ ନନ୍ଦ)
ନୂଆପଡ଼ା ଖରୀଆର ରୋଡ ଠାରୁ ଏକ ବିରାଟ ଶୋଭାଯାତ୍ରା ରେ ବାହାରି ନୂଆପଡ଼ା ପହଞ୍ଚିଥିଲା। ରିଟର୍ଣ୍ଣି ଅଧିକାରୀ ଙ୍କ କାର୍ଯ୍ୟାଳୟ ଠାରେ ସମର୍ଥାକଙ୍କ ସହ ନିଜ ନାମାଙ୍କନ ପାତ୍ର ଦାଖଲ କରିଛନ୍ତି। ତାଙ୍କ ପ୍ରାର୍ଥୀ ପତ୍ର ଦାଖଲ ବେଳେ ବିଜେପି ରାଜ୍ୟ ସଭାପତି ମନ ମୋହନ ସାମଲ, ମନ୍ତ୍ରୀ ରବୀ ନାରାୟଣ ନାଏକ, ମନ୍ତ୍ରୀ ରାମ ଚନ୍ଦ୍ର ସିଂ ଖୁଣ୍ଟିଆ, ବସନ୍ତ କୁମାର ପଣ୍ଡା, ଜିଲ୍ଲା ସଭାପତି କମାଲେଶ ଦୀକ୍ଷିତ ପ୍ରମୁଖ ଉପସ୍ଥିତ ଥିଲେ। ବହୁ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ।
